• ଆମ ଖବର

ଓଜେଇଇ ପରୀକ୍ଷା ସ୍ଥଗିତ

କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)କୁ ସ୍ଥଗିତ କରି ଦିଆଯାଇଛି । ଏହି ପରୀକ୍ଷା ଆସନ୍ତା ୧୭ ତାରିଖରେ ଆରମ୍ଭ ହୋଇ ୨୪ ତାରିଖରେ ଶେଷ ହେବାର ଥିଲା ।




5 views0 comments